Masthead

ଗାନ୍ଧୀ ମାର୍ଗରେ ଗର୍ଜିଲେ କୋଭିଡ ଯୋଦ୍ଧା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସ୍ଥାୟୀ ନିଯୁକ୍ତି ଦାବିରେ ଗାନ୍ଧୀ ମାର୍ଗରେ ଗର୍ଜିଲେ କୋଭିଡ ଯୋଦ୍ଧା । ୨୫ ଦିନ ଧାରଣା ଦେବା ପରେ ଦୁଇଦିନ ହେବ କରୁଛନ୍ତି ବିକ୍ଷୋଭ । ସରକାର କରୋନା ସମୟରେ ୯ ହଜାରରୁ ଅଧିକ ସ୍ୱାସ୍ଥ୍ୟ କର୍ମୀମାନଙ୍କୁ ଚୁକ୍ତିଭିତ୍ତିରେ ନିଯୁକ୍ତି ଦିଆଯାଇଥିଲା । ସେମାନେ ୩ରୁ ୩୦ ମାସ ପର୍ୟ୍ୟନ୍ତ କାମ କରିଥିଲେ । ଏବେ ସେମାନଙ୍କୁ ବହିଷ୍କାର କରାଯାଇଛି । ନିଯୁକ୍ତି ଦାବିରେ ଦୀର୍ଘଦିନ ହେବ ସେମାନେ ଧାରଣା ଦେଇ ଆସୁଛନ୍ତି । ହେଲେ ସରକାର କର୍ଣ୍ଣପାତ କରୁନାହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ