Masthead

ବିନା ଅନୁମତିରେ ଚାଲିଥିଲା ବାଣ କାରଖାନା

ଟାଙ୍ଗୀ (ବଡ଼ ଖବର ବ୍ୟୁରୋ): ଖୋର୍ଦ୍ଧା ବାଣ ବିସ୍ଫୋରଣ ଘଟଣା । ୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା । ଏସସିବିରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଦୋଳଗୋବିନ୍ଦ ବେହେରା । ଅନ୍ୟ ୨ଜଣ ଏବେ ବି ଗୁରୁତର ଅଛନ୍ତି । ସେମାନେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମୃତକମାାନେ ହେଲେ, ଟାଙ୍ଗୀ ଥାନା ଭୂଷଣ୍ଡପୁରର ନିରଞ୍ଜନ ବେହେରା, ବ୍ରଜ ବେହେରା, ନିରାକାରପୁର ଥାନା ଅଧୀନସ୍ଥ ପାଣ୍ଡବ ପାଟଣାର ସହଦେବ ବେହେରା ଏବଂ କଣାସ ଥାନା ଅଧୀନସ୍ଥ ବାଦୁରାବରର ବୃନ୍ଦାବନ ସାହୁ, ଦୋଳଗୋବିନ୍ଦ ବେହେରା ।

ଦୋଳଗୋବିନ୍ଦଙ୍କର କଟକ ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ଘଟଣାସ୍ଥଳରେ ଜୀବନ୍ତ ହରାଇଛନ୍ତି। ଅନ୍ୟ ଦୁଇଜଣ ମହେଶ୍ବର ବେହେରା ଓ ସୁଦର୍ଶନ ବେହେରା ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର