Masthead

ନବ ଦାସ ହତ୍ୟା ମାମଲା, ଚାର୍ଜସିଟ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା । ଆଜି ଚାର୍ଜସିଟ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଏସଡିଜେଏମ କୋର୍ଟରେ ଚାର୍ଜସିଟ ଦାଖଲ କରାଯାଇପାରେ । ଏଏସଆଇ ଗୋପାଳ ଦାସ କାହିଁକି ଗୁଳି କରି ହତ୍ୟା କରିଥିଲା ଏଯାଏଁ ଅସ୍ପଷ୍ଟ ରହିଛି । ଚାର୍ଜସିଟ ଦାଖଲ ପରେ ହତ୍ୟାର କାରଣ ପଦାକୁ ଆସିପାରେ । ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।

କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବରେ ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ