Masthead

ଅପରାଧ ଯୋଜନା ପଣ୍ଡ କଲା ପୋଲିସ

ରାଜକନିକା (ବଡ଼ ଖବର ବ୍ୟୁରୋ): ରାଜକନିକା ପୋଲିସକୁ ବଡ଼ ସଫଳତା । ଅପରାଧ ଘଟାଇବାକୁ ଯୋଜନା କରୁଥିବାବେଳେ ଚାରି ଅପରାଧୀଙ୍କୁ କାବୁ କରିଛି ରାଜକନିକା ପୋଲିସ।ଜଣେ ଖସି ଯିବାରେ ସଫଳ ହୋଇଥିବା ବେଳେ ଗୋଟିଏ ଟାଟା ସଫାରି (ଯେଉଁଥିରେ ଆମ ହାଣ୍ଡିସାଳ)ଲେଖାଥିବା ଗାଡି ଓ ଗୋଟିଏ ଦେଶୀ ପିସ୍ତଲ ତିନି ରାଉଣ୍ଡ ଜୀବନ୍ତ ଗୁଳି ଜବତ ହୋଇଛି।

ତେବେ ଅପରାଧୀମାନଙ୍କ ମଧ୍ୟରୁ ଦୁଇଜଣ କେନ୍ଦ୍ରାପଡାର ହୋଇଥିବା ବେଳେ ବାକି ଦୁଇଜଣ ରାଜକନିକା ଅଞ୍ଚଳର ବୋଲି ବିଶେଷ ସୂତ୍ରରୁ ଜଣା ପଡ଼ିଛି। ଉକ୍ତ ଗାଡିଟି ରାଜକନିକାର ଆୟତନ ଅଞ୍ଚଳର ଅପରାଧିକ ମାମଲାରେ ସମ୍ପୃକ୍ତ ଥିବା ନାଲୁର ବୋଲି ଜଣା ପଡ଼ିଛି।ତେବେ ଏନେଇ ପୋଲିସ ଅଧିକ ତଦନ୍ତ କରୁଥିବା ଜଣା ପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି