Masthead

ଜାମିନ ପ୍ରଦାନ କରିବା ପୂର୍ବରୁ ଅଭିଯୁକ୍ତଙ୍କ ଅପରାଧ ରେକର୍ଡ ଯାଞ୍ଚ ଜରୁରି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜାମିନ ପ୍ରଦାନକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । ଜାମିନ ପ୍ରଦାନ କରିବା ପୂର୍ବରୁ କୋର୍ଟମାନେ ଅଭିଯୁକ୍ତଙ୍କ ଅପରାଧ ରେକର୍ଡ ଯାଞ୍ଚ କରିବା ଜରୁରୀ ବୋଲି କହିଛନ୍ତି । ତେବେ ପଞ୍ଜାବ ଓ ହରିୟାଣା ହାଇକୋର୍ଟଙ୍କ ପକ୍ଷରୁ ହତ୍ୟା ଓ ଅପରାଧିକ ଷଡ଼ଯନ୍ତ୍ର ସମ୍ପର୍କିତ ଏକ ଜାମିନ ମାମଲାର ଶୁଣାଣିରେ ସୁପ୍ରିମକୋର୍ଟ ଏହା କହିଛନ୍ତି। ଯାହା ଦ୍ୱାରା ଅପରାଧୀଙ୍କ ଦ୍ୱାରା ଗୁରୁତର ଅପରାଧକୁ ରୋକାଯାଇପାରିବ ବୋଲି କୋର୍ଟ କହିଛନ୍ତି ।

ଅପରପକ୍ଷରେ ସୁପ୍ରିମକୋର୍ଟଙ୍କ ବିଚାରପତି ଡି.ୱାଇ.ଚନ୍ଦ୍ରଚୂଡ ଓ ବିଚାରପତି ଏମ.ଆର. ଶାହଙ୍କ ପୀଠ ମାମଲାର ଶୁଣାଣିରେ ଅଭିଯୁକ୍ତଙ୍କ ଜାମିନ ରଦ୍ଦ କରିଦେଇଛନ୍ତି। ତେବେ ପୀଠ କହିଛନ୍ତି ଯେ ଅଭିଯୋଗର ଶୁଣାଣିରେ ଅଭିଯୋଗର ପ୍ରକୃତି ଓ ସାକ୍ଷପ୍ରମାଣ ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ଏଥିପ୍ରତି କୋର୍ଟଙ୍କୁ ସର୍ବଦା ଧ୍ୟାନ ଦେବାକୁ ହୁଏ। ତେବେ ଜାମିନ ନିବେଦନ ଅଗ୍ରାହ୍ୟ କରିବା ଦଣ୍ଡାତ୍ମକ ଦୃଷ୍ଟିକୋଣରୁ ସ୍ୱାଧୀନତାର ଉଲ୍ଲଂଘନ ନୁହେଁ ବୋଲି କୋର୍ଟ ସ୍ପଷ୍ଟ କରିଦେଇଛନ୍ତି। ଏଭଳି କ୍ଷେତ୍ରରେ ନ୍ୟାୟାଳୟଙ୍କ ନିଷ୍ପତ୍ତି ଦ୍ୱିପାକ୍ଷିକ ହୀତ ବୁଝାଯିବ ବୋଲି କୋର୍ଟ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ