Masthead

ମଇଁଷିକୁ ଝାମ୍ପି ନେଲା କୁମ୍ଭୀର

ଚାନ୍ଦବାଲି(ବଡ଼ ଖବର ବ୍ୟୁରୋ) :   ନଦୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣି ନେଇଗଲା କୁମ୍ଭୀର । ତେବେ ଗତ କାଲି ବାତ୍ୟା ଗୁଲାବ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ସହ ଧାମରା ନିକଟରେ ସମୁଦ୍ର ଏବେ ଅଶାନ୍ତ ରହିଛି । ଫଳରେ ଚାନ୍ଦବାଲି ବ୍ଲକର ବୈତରଣୀ ନଦୀ ସମେତ ଅନ୍ୟ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି । ଏମିତିକି ବୈତରଣୀ ନଦୀରେ ଏକ କୁମ୍ଭୀର ପହଁରୁଥିବାର ଦେଖିବାକୁ ମିଳିଛି ।

ସୂଚନା ଅନୁଯାୟୀ , ଆଜି ସକାଳେ ଚାନ୍ଦବାଲି ବ୍ଲକର ଆରଡି ନିକଟସ୍ଥ ଦୋହରା ଗାଁ ନିକଟରେ ଥିବା ବୈତରଣୀ ନଦୀ ପଠାରେ କେତେକ ମଇଁଷି ଚୁରୁଥିଲେ । ଏହି ସମୟରେ ଗୋଟିଏ ମଇଁଷକୁ କୁୁମ୍ଭୀର ପାଣି ଭିତରକୁ ଟାଣି ନେଇଥିଲା । ଯାହାର ଏକ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ କୁମ୍ଭୀରଟି ମଇଁଷିକୁ ଧରି ଭାସୁଥିବାର ଦେଖିବାକୁ ମିଳିଛି । ନଦୀ ପଠାରେ ଥିବା ଗ୍ରାମବାସୀଙ୍କ ମନରେ ଏବେ କୁମ୍ଭୀରକୁ ନେଇ ଆତଙ୍କ ଖେଳି ଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି