Masthead

ନଭେମ୍ବର ୩୦ ଯାଏଁ ବଢିଲା କଟକଣା

(ବଡ଼ ଖବର ବ୍ୟୁରୋ):  ମହାମାରୀ କରୋନା ପାଇଁ ଦେଶରେ ରହିଥିବା କଟକଣା ଓ କଣ୍ଟେନମେଣ୍ଟ ବ୍ୟବସ୍ଥାକୁ କେନ୍ଦ୍ର ସରକରା ନଭେମ୍ବର ୩୦ ଯାଏ ବୁଦ୍ଧି କରିଛନ୍ତି । ଏ ନେଇ ସ୍ୱରାଷ୍ଟ୍ର ମନ୍ତ୍ରାଳୟର ସଚିବ ଅଜୟ ଭଲ୍ଲା ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବମାନଙ୍କୁ ଚିଠି ଲେଖିଛନ୍ତି । ଚିଠି ଲେଖି ନଭେମ୍ବର ୩୦ ଯାଏ କଟକଣା ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । ଦେଶରେ ପାର୍ବଣ ଋତୁ ଚାଲିଥିବାରୁ କୋଭିଡର ଉଚିତ ବ୍ୟବହାର ଉଲ୍ଲଘଂନ ହେବାର ଆଶଙ୍କା ରହିଛି । ସେ ନେଇ ଅଜୟ ଭଲ୍ଲା ପାର୍ବଣ ବେଳେ କଟକଣା କଡକଡି ଭାବେ ପାଳନ କରିବାକୁ ସବୁ ରାଜ୍ୟ ସରକାର ମାନଙ୍କୁ କହିଥିଲେ ।

ଭଲ୍ଲା କହିଥିଲେ, ବର୍ତ୍ତମାନ ଦେଶରେ କୋଭିଡ ମାମଲା ଓ ରୋଗୀଙ୍କ ସଂଖ୍ୟା ହ୍ରାସ ପାଉଛି । କିନ୍ତୁ ଆଞ୍ଚଳିକ ସଂକ୍ରମଣ କିଛି ରାଜ୍ୟରେ ଜାରି ରହିଛି । ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକ ନିୟମିତ ଭାବେ ପଡିଟିଭ ରେଟ, ହସ୍ପିଟାଲ, ଆଇସିୟୁ ବେଡ ଯାଞ୍ଚ କରନ୍ତୁ । ଯଦି ଦରକାର ପଡି, ତେବେ ସେମାନେ ମାଇକ୍ରୋ କଣ୍ଟେନମେଣ୍ଟ ଲାଗୁ କରିପାରିବେ । ନଭେମ୍ବର ୩୦ ଯାଏ କଣ୍ଟେନମେଣ୍ଟ ମେଜରକୁ ବୁଦ୍ଧି କରାଯାଇଥିବାରୁ ଅନ୍ତର୍ଜାତୀୟ ବିମାନ ସେବା ପୂର୍ବଭଳି ବନ୍ଦ ରହିବ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି