Masthead

ବାପା ସାଜିଲା ପିଶାଚ, ଝିଅର ତଣ୍ଟି ଚିପି କଲା ହତ୍ୟା

ନୂଆପଡ଼ା  (ବଡ଼ ଖବର ବ୍ୟୁରୋ):  ୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ମାରିଦେଲା ପିଶାଚ ବାପା । ଏଭଳି ଅଭାବନୀୟ ଘଟଣା ଘଟିଛି ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ । ବାପା, ମାଆ ଝଗଡ଼ା ତୁଟାଇବାକୁ ଯାଇ ଝିଅର ଜୀବନ ଗଲା । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବାପାକୁ ଅଟକ ରଖିଛି । ଅଧିକ ତଦନ୍ତ ପାଇଁ ପୋଲିସର ପଚରାଉଚରା ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା