Masthead

ରାଇସ ମିଲରୁ ଯୁବକଙ୍କ ମୃତଦେହ ଠାବ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଚିନାଜୁରୀ ସ୍ଥିତ ଏକ ରାଇସ ମିଲରୁ ଯୁବକଙ୍କ ମୃତଦେହ ଠାବ ହୋଇଛି । ମୃତକ ଜଣଙ୍କ ନାକେନପାଳି ସଙ୍କର ଟିକରାର କସ୍ତୁବ ଖର୍ସେଲଙ୍କ ପୁଅ ଖରସେଲ ବୋଲି ଜଣାପଡ଼ିଛି ।

ଘଟଣା ସ୍ଥଳରେ ଡୁଙ୍ଗୁରିପାଲି ଥାନା ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି । ପୋଲିସ ଉପସ୍ଥିତିରେ ପରିବାର ଲୋକ ପହଁଚି ଶବ ଚିହ୍ନଟ କରିଛନ୍ତି । ବିଦ୍ୟୁତ ଶସ୍ପର୍ଶରେ ଆସି ଅଶ୍ୱନୀଙ୍କର ମୃତ୍ୟୁ ହୋଇଥିବା ପୋଲିସ ଆନୁମାନ କରୁଛି । ତେବେ ଶବ ବ୍ୟବଚ୍ଛେଦ ରିପୋର୍ଟ୍ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ 🔴 ସେପ୍ଟେମ୍ବର ୨୨ରୁ ମୌସୁମୀ ଅଧିବେଶନ 🔴 ପାହାଳ ମିଠା ଦୋକାନରେ ବଡ଼ ଧରଣର ରେଡ୍!,ଚାଲିଛି ଜୋରଦାର ଯାଞ୍ଚ 🔴 ପାକିସ୍ତାନ ସୀମା ନିକଟରେ ଗର୍ଜିବ ଆମେରିକୀୟ F35 !, ‘ତରଙ୍ଗ ଶକ୍ତି ୨୦୨୬’ରେ ଦେଖାଇବ ଦମ୍ 🔴 ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ 🔴 ସାପ କାମୁଡାରେ ଭାଇ ଭଉଣୀଙ୍କ ମୃତ୍ୟୁ 🔴 ପୁଣି ବଢିଲା ବୈତରଣୀ ଓ କାଣୀ ନଦୀର ବନ୍ୟାଜଳ 🔴 ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ 🔴 ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ୨୦ତମ ପାଳି 🔴 ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ଅଫିସର 🔴 ୩ କୋଟି ଟଙ୍କା ହଡ଼ପ ଅଭିଯୋଗ, ପୂର୍ବତନ SRAଙ୍କ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍