Masthead

ବ୍ରିଜତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ରାଉରକେଲା (ବଡ଼ ଖବର ବ୍ୟୁରୋ): ବ୍ରିଜତଳୁ ଯୁବକଙ୍କ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ  ମିଳିଛି ରାଉରକେଲା ସେକ୍ଟର ୧୯ ଅଂଚଳରେ । ସେକ୍ଟର ୧୯ର ଏକ ବ୍ରିଜତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏବେ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସନ୍ଦେହ ଘେରରେ । ଘଟଣାସ୍ଥଳରେ ରାଉରକେଲା ପୋଲିସ ପହଂଚି ମୃତଦେହ ଉଦ୍ଧାର କରିବା ସହ ଅଧିକ ତଦନ୍ତ ଜାରି ରଖିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ