Masthead

ଆରବସାଗରରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ପହଞ୍ଚିଲା ଶବ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଆରବସାଗରରେ ଜାହାଜ ବୁଡ଼ି ଘଟଣାରେ ଓଡ଼ିଆ ଯୁବକ ମୃତ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପ ପରେ ଓଡିଶାରେ ପହଞ୍ଚିଲା ଶବ । ସାମୂଦ୍ରିକ ବାତ୍ୟା ତାଉତେ ପ୍ରଭାବରେ ମୁମ୍ବାଇ ଠାରୁ ୬୫ କିମି ଦୂରରେ ଥିବା ଆରବ ସାଗରରେ ପଣ୍ୟବାହୀ ଜାହାଜ (ପି.୩୦୫) ଘଟଣାର ମାସୁ ଆସୋସିଏଟର ସଂସ୍ଥାରେ କାର୍ଯ୍ୟରତ ସୁପରଭାଇଜର ଓଡ଼ିଆ ଯୁବକ ଗୋଲେଖ ସାହୁଙ୍କର ମୃତ୍ୟୁ ହୋଇଥିଲା ଗୋଲେଖଙ୍କ ଘର ହେଉଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏନଏସି ଅନ୍ତର୍ଗତ କିସ୍ମତ ଗ୍ରାମରେ ।

ଗୋଲେଖ ପରିବାର ଲୋକେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅନୁରୋଧ କରିବା ପରେ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ମର ଶରୀର ଓଡ଼ିଶାରେ ପହଞ୍ଚିଥିଲା । ପରେ ବିଳମ୍ବିତ ରାତିରେ ତାଙ୍କର ଶେଷକୃତ ସମ୍ପନ୍ନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ