Masthead

କମୁଛି କରୋନା ମୃତ୍ୟୁସଂଖ୍ୟା

ରାଜ୍ୟରେ କମୁଛି କରୋନା ମୃତ୍ୟୁସଂଖ୍ୟା । ରାଜ୍ୟରେ ଆଜି କରୋନାରେ ୩ ଜଣଙ୍କ ମୃତ୍ୟ ହୋଇଛି । ସୁବର୍ଣ୍ଣପୁରରୁ ୨ ଜଣ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଆଜି ଯୋଡି ହୋଇଛନ୍ତି ନୂଆ ୩୬୩ ଜଣ ସଂକ୍ରମିତ । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୧୫୫ । ଖୋର୍ଦ୍ଧା ଏବଂ ସୁନ୍ଦରଗଡରୁ ୫୦ ଜଣ ଲେଖାଏଁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୫୯୬ ରେ ପହଞ୍ଚିଛି । ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩ ଲକ୍ଷ ୨୧ ହଜାର ୬୪୭ ଜଣ । ବର୍ତ୍ତମାନ ୩ ହଜାର ୫୭ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ