Masthead

କମୁଛି କରୋନା ମୃତ୍ୟୁସଂଖ୍ୟା

ରାଜ୍ୟରେ କମୁଛି କରୋନା ମୃତ୍ୟୁସଂଖ୍ୟା । ରାଜ୍ୟରେ ଆଜି କରୋନାରେ ୩ ଜଣଙ୍କ ମୃତ୍ୟ ହୋଇଛି । ସୁବର୍ଣ୍ଣପୁରରୁ ୨ ଜଣ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଆଜି ଯୋଡି ହୋଇଛନ୍ତି ନୂଆ ୩୬୩ ଜଣ ସଂକ୍ରମିତ । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୧୫୫ । ଖୋର୍ଦ୍ଧା ଏବଂ ସୁନ୍ଦରଗଡରୁ ୫୦ ଜଣ ଲେଖାଏଁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୫୯୬ ରେ ପହଞ୍ଚିଛି । ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୩ ଲକ୍ଷ ୨୧ ହଜାର ୬୪୭ ଜଣ । ବର୍ତ୍ତମାନ ୩ ହଜାର ୫୭ ଜଣ ସଂକ୍ରମିତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’