୨ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବଢିଚାଲୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ରାଜ୍ୟରେ ଆଉ ୧୦ ଜୀବନ ନେଇଛି କରୋନା । ପୁରୀ ଓ ରାୟଗଡ଼ାରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼, ଖୋର୍ଦ୍ଧା, ଗଞ୍ଜାମ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ତେବେ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା୨୦୧୭ରେ ପହଂଚିଛି । ସେପଟେ ୮ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ୮ହଜାର ୩୮୬ ନୂଆ ଅକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨ହଜାର ମୁହାଁ ଖୋର୍ଦ୍ଧା ଆକ୍ରାନ୍ତ ସଂଖ୍ୟା । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୮୪୦ ନୂଆ ଆକ୍ରାନ୍ତ ଚିହ୍ନଟ । ଦ୍ୱିତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା । ସୁନ୍ଦରଗଡ଼ରୁ ୯୩୩ଜଣ ଚିହ୍ନଟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’