Masthead

ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : କିଛି ଦିନ ହେବ ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଆକ୍ରାନ୍ତଙ୍କ ସଂଖ୍ୟା କମିଥିବାବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୯୬୯କୁ ବୃଦ୍ଧି ପାଇଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨୦ଜଣ, ଅନୁଗୁଳ ଏବଂ ଜଗତସିଂହପୁର ଜିଲ୍ଲାରୁ ୯ଜଣ ଲେଖାଏଁ , ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । କେନ୍ଦ୍ରାପଡ଼ା, ମୟୁରଭଞ୍ଜ, କେନ୍ଦୁଝର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କଳାହାଣ୍ଡି , ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା