Masthead

ଦିନକୁ ଦିନ ରେକର୍ଡ଼ ସୃଷ୍ଟି କରୁଛି ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପ୍ରତିଦିନ ରାଜ୍ୟରେ ନୂଆ ନୂଆ ମୃତ୍ୟୁ ରେକର୍ଡ଼ ସୃଷ୍ଟି କରୁଛି କୋଭିଡ଼ ସଂକ୍ରମଣ । ଆଜି ରାଜ୍ୟରେ ୩୨ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୧୬କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ଜଣ ମୃତ୍ୟୁ ବରଣ କରିଥିବା ବେଳେ କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଲ୍ଲଶରୁ ୩ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ନବରଙ୍ଗପୁର, ପୁରୀ, ରାୟଗଡ଼ା ଜିଲ୍ଲାରୁ ୨ଜଣ ଓ ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି