Masthead

୬୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଡେରାଡୁନ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ହୋଇଥିବା ବନ୍ୟା ଯୋଗୁଁ ଏପର୍ଯ୍ୟନ୍ତ ୬୪ ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ଅନେକ ଲୋକ ନିଖୋଜ ଅଛନ୍ତି । ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବନ୍ୟା ଅଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଦ୍ଧାନ କରିଛନ୍ତି । ତେବେ ଜଳବନ୍ଦୀ ଥିବା ପ୍ରାୟ ୩,୫୦୦ରୁ ଉଦ୍ଧ୍ୱର୍ ଲୋକଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର କାର୍ଯ୍ୟରେ ୧୭ ଏନଡିଆରଏଫ ଟିମ, ୭ ଏସଡିଆରଏଫ ଟିମ, ୧୫ କମ୍ପାନୀ ପିଏସି ଏବଂ ୫ ହଜାରରୁ ଅଧିକ ପୁଲିସ କର୍ମଚାରୀ ନିୟୋଜିତ ଅଛନ୍ତି ।

ରାଜ୍ୟର ୮୦ ପ୍ରତିଶତ ସ୍ଥାନରେ ମୋବାଇଲ ନେଟୱାର୍କ କାର୍ଯ୍ୟକ୍ଷମ ହୋଇସାରିଛି । ଖୁବଶୀଘ୍ର ବିଦ୍ୟୁତ ସଂଯୋଗ ସ୍ୱାଭାବିକ କରାଯିବ । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଯୋଗୁଁ କ୍ଷୟକ୍ଷତିର ପରିମାଣକୁ କମ କରିବାରେ ସକ୍ଷମ ହୋଇଛୁ ବୋଲି ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା