Masthead

ଆଜି ୟୁଜି-ପିଜି ପରୀକ୍ଷା ନେଇ ହୋଇପାରେ ନିଷ୍ପତ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) : ଆଜି ୟୁଜି-ପିଜି ପରୀକ୍ଷା ନେଇ ହୋଇପାରେ ନିଷ୍ପତ୍ତି । ଭିଡିଓ କନଫରେନସିଂ ଜରିଆରେ ବିଭିନ୍ନ ବିଶ୍ୱ ବିଦ୍ୟାଳୟ କୁଳପତିଙ୍କ ସହ ଆଲୋଚନା କରିବେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ପରୀକ୍ଷା ହେବ ନା ନାହିଁ ସେନେଇ ଜଣାଇବାକୁ ଅଧ୍ୟାପକ ଓ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରି ସରକାରଙ୍କୁ ଜଣାଇବା ପାଇଁ କୁଳପତିମାନଙ୍କୁ ୭ ଦିନ ସମୟ ଦିଆଯାଇଥିଲା । ମହାମାରୀ ଯୋଗୁଁ କଲେଜ ଓ ବିଶ୍ୱ ବିଦ୍ୟାଳୟରେ ଅନଲାଇନ ପାଠପଢ଼ା ଚାଲିଛି ।

ଜୁନ ସୁଦ୍ଧା ସମସ୍ତ କୋର୍ସ ଶେଷ ହୋଇଯିବ । ତେଣୁ ପରୀକ୍ଷା ସଂକ୍ରାନ୍ତରେ ପିଲାମାନଙ୍କ ସହ ଆଲୋଚନା କରି ସରକାରଙ୍କୁ ଜଣାଇବା ପରେ ଚୂଡାନ୍ତ ନିଷ୍ପତ୍ତି ହେବ । ଶୁକ୍ରବାର ଏହି ଦିଗରେ ବିଶ୍ୱବିଦ୍ୟାଳୟ ଗୁଡିକର ଅଗ୍ରଗତି ନେଇ ଅନୁଧ୍ୟାନ କରିବେ ମନ୍ତ୍ରୀ । ବୈଠକରେ ୟୁଜି ଓ ପିଜି ନାମଲେଖା ସଂପର୍କରେ ମଧ୍ୟ ଆଲୋଚନା ହୋଇପାରେ । ଏହାବାଦ ଯୁକ୍ତ ୩ ପରୀକ୍ଷା ପ୍ରସ୍ତୁତିର ମଧ୍ୟ ସମୀକ୍ଷା କରିବେ ମନ୍ତ୍ରୀ ଅରୁଣ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ