Masthead

ହରିଣକୁ ଖାଇଲା କୁକୁର

ନାଉଗାଁ (ବଡ଼ ଖବର ବ୍ୟୁରୋ): ବନ ବିଭାଗର ଦାୟିତ୍ଵହୀନତା ପାଇଁ ଆଜି ଏକ ହରିଣର ମୃତ୍ୟୁ ହୋଇଛି । ନାଉଗାଁ ବ୍ଲକ ବଛାଳ ଗ୍ରାମରେ ଆଜି ସକାଳେ ଧାନ ବିଲରେ ଏକ ହରିଣ ବୁଲୁଥିବା ବେଳେ କିଛ଼ି ବୁଲା କୁକୁର ତାକୁ ଘେରି ଯାଇଥିଲେ । ହରିଣଟି ଜୀବନ ବିକଳରେ ବିଲରେ ଥିବା ଏକ ପାଣି ମଟର ଘରେ ପଶିଯାଇଥିଲା ।

ଯାହାର ସୁଯୋଗ ନେଇ ବୁଲା କୁକୁର ମାନେ ହରିଣକୁ ଆକ୍ରମଣ କରିଥିଲେ। ଗ୍ରାମର କିଛ଼ି ଲୋକ ଏ ଘଟଣାକୁ ଦେଖି ହରିଣକୁ ଉଦ୍ଧାର କରିଥିଲେ। କିନ୍ତୁ ସେତେବେଳକୁ ହରିଣର ଅବସ୍ତା ସଙ୍କଟାପନ୍ନ ଥିଲା । କିଛ଼ି ସମୟ ପରେ ହରିଣର ମୃତ୍ୟୁ ହୋଇଥିଲା। ଜଙ୍ଗଲରେ ଖାଦ୍ୟର ଅଭାବ ପାଇଁ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି । କିନ୍ତୁ ବନ ବିଭାଗର ଏଥିପ୍ରତି ନିଘା ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ