Masthead

ପୁଣି ଚିନ୍ତା ବଢାଇଲାଣି କରୋନା, ଜରୁରୀକାଳୀନ ବୈଠକ ଡାକିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପୁଣି ଚିନ୍ତା ବଢାଇଲାଣି କରୋନା । ଧିରେ ଧିରେ ବଢିବାରେ ଲାଗିଛି ପଜିଟିଭଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ ୩ ହଜାର ୧୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସକ୍ରିୟ ଆକାନ୍ତଙ୍କ ସଂଖ୍ୟ ମଧ୍ୟ ୧୩ ହଜାର ୫୦୯ ଛୁଇଁଛି । ଲଗାତାର କିଛି ଦିନ ହେଲା ଦୈନିକ ସଂକ୍ରମଣ ହଜାର ଉପରେ ରହୁଥିବା ବେଳେ ଏବେ ଏହା ୩ ହଜାର ଛୁଇଁଛି । ଗୋଟିଏ ଦିନ ତଳେ ଏହା ୨,୧୫୧ ଥିଲା । ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୬ ରେ ପହଞ୍ଚିଛି।

ଗୋଟିଏ ଦିନ ତଳେ ଏହା ୪ ଥିଲା। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୬୨ ଛୁଇଁଛି। ସେପଟେ ରାଜଧାନୀ ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୩୦୦ ମାମଲା ଚିହ୍ନଟ ହୋଇଛି । ଏତେ ସଂଖ୍ୟକ ମାମଲା ସାମ୍ନାକୁ ଆସିବା ପରେ ଜରୁରୀକାଳୀନ ବୈଠକ ଡାକିଛନ୍ତି ଦିଲ୍ଲୀ ସରକାର । ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜଙ୍କ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ବୈଠକ ଡକାଇଛନ୍ତି । ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ବିଶେଷଜ୍ଞ ଡାକ୍ତରମାନେ ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ