Masthead

ଅନୀଲଙ୍କ ଓକିଲଙ୍କ ଜାମିନ ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମନି ଲଣ୍ଡ୍ରିଂ ମାମାଲାରେ ଗିରଫ ହୋଇଥିôବା ଅନୀଲ ଦେଶମୁଖଙ୍କ ଅଡ଼ୁଆ ଦିନକୁ ଦିନ ବଢିବାରେ ଲାଗିଛି । ଏହା ମଧ୍ୟରେ ମୁମ୍ବାଇର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁ୍ଖଙ୍କ ଓକିଲଙ୍କ ଜାମିନ ଆବେଦନକୁ ଦିଲ୍ଳୀ ହାଇକୋର୍ଟ ଖାରଜ କରିଛି ।

ଜଷ୍ଟିସ ଯୋଗେଶ ଖାନ୍ନା ଏହି ଆବେଦନ ଉପରେ ନୋଟିସ ଜାରି କରିଛନ୍ତି । ଅପରପକ୍ଷରେ ପରବର୍ତ୍ତୀ ତାରିଖ ୨୭ ସେପ୍ଟେମ୍ବରରେ ସ୍ଥିର କରାଯାଇଛି ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ