ଦିଲ୍ଲୀ ମଡ଼େଲ ଏବେ ଉତ୍ତରପ୍ରଦେଶରେ !

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ସାରା ଦେଶର ନଜର ବର୍ତ୍ତମାନ ଉତ୍ତରପ୍ରଦେଶ ରାଜନୀତି ଉପରେ । ଏନେଇ ବିଭିନ୍ନ ଦଳ ପ୍ରଚାର ଆରମ୍ଭ କରିବା ସହ ବିଭନ୍ନ ପ୍ରକାରର ଯୋଜନା ସବୁ ଲୋକଙ୍କ ଆଗରେ ଉପସ୍ଥାପିତ କରୁଛି । ଏହା ମଧ୍ୟରେ ଆମ ଆଦମି ପାର୍ଟି ତା’ର ପୁରୁଣା ଯୋଜନାକୁ ଉତ୍ତରପ୍ରଦେଶରେ ଲାଗୁ କରିଛି । ତେବେ ୟୁପିରେ ଯଦି ଆମ ଆଦମି ପାର୍ଟି ସରକାର ଗଠନ କରିବ, ତାହାଲେ ଜନସାଧାରଣଙ୍କୁ ୩୦୦ ୟୁନିଟ ପର୍ଯ୍ୟନ୍ତ ବିଜୁଳି ମାଗଣାରେ ମିଳିବ । ଏନେଇ ଦଳ ଟ୍ୱିଟ କରି ସୂଚନା ଦେଇଥିବାର ଦେଖିବାକୁ ମିଳିଥିଲା ।

ଏଥିରେ ସ୍ପଷ୍ଟ କରାଯାଇଛି ଯେ ଆପ ସରକାର ଗଠନ କରିବାର ମାତ୍ର ୨୪ ଘଣ୍ଟା ମଧ୍ୟରେ ଘରୋଇ ଉପଭୋକ୍ତାଙ୍କୁ ୩୦୦ ୟୁନିଟର ବିଜୁଳି ମାଗଣାରେ ଯୋଗାଇ ଦିଆଯିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’