Masthead

ରାତି ଅଧିଆ ଚାଲିଛି କୋଟି କୋଟି ଟଙ୍କାର ବିକାଶ କାମ, ଦୁର୍ନୀତି ଅଭିଯୋଗ ଆଣିଲେ ଗ୍ରାମବାସୀ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ରାତି ଅଧିଆ ଚାଲିଛି କୋଟି କୋଟି ଟଙ୍କାର ବିକାଶ କାମ । ବିନା ରଡରେ କାମ କରାଯାଉଥିବା ସ୍ଥାନୀୟ ବାସିନ୍ଦାଙ୍କ ଅଭିଯୋଗ । ବାଲେଶ୍ୱର ଭୋଗରାଇ ତାଳସାରି ବେଳାଭୂମିରେ କୋଟି କୋଟି ଟଙ୍କାର ବିକାଶ କାର୍ୟ୍ୟରେ କରାଯାଉଛି ଅନିୟମିତତା । ସରକାରୀ ଟଙ୍କା ହଡପ କରିବାରେ ନୂଆ ତରିକା ଆପଣେଛନ୍ତି ସମ୍ପୃକ୍ତ ବିଭାଗ । କୋଟି କୋଟି ଟଙ୍କାର ବିକାଶ କାର୍ୟ୍ୟ ଜଳ ସେଚନ ବିଭାଗ ନେଇ ଥିବା ବେଳେ ରାତି ଅଧିରେ ବିନା ରଡରେ ବର୍ଷାରେ କାମ କରାଯାଉଛି । ନିମ୍ନମାନର କାମ ସହ ଦୁର୍ନୀତି ନେଇ ଅଭିଯୋଗ କରିଛନ୍ତି ସ୍ଥାନୀୟ ବାସିନ୍ଦା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ