Masthead

ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ । ୩ ଦିନିଆ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି । ବିଧାନସଭା ସୁରକ୍ଷା ପାଇଁ ୭୫ ପୋଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ୍‌ ମୁତୟନ ରହିବେ । ତିନିଥାକିଆ ସୁରକ୍ଷା ବ୍ୟବସ୍ଥାରେ କେବଳ ପାସଧାରୀ ପ୍ରବେଶ କରିପାରିବେ । ଜୁନ୍ ୧୮ ଓ ୧୯ରେ ନବ ନିର୍ବାଚିତ ବିଧାୟକଙ୍କ ଶପଥପାଠ କାର୍ୟ୍ୟକ୍ରମ । ଏହାପରେ ୨୦ତାରିଖରେ ବାଚସ୍ପତି ନିର୍ବାଚନ । ଏହି ତିନି ଦିନିଆ ଅଧିଶେନ ପାଇଁ ବିଧାନସୌଧର ଭିତର ଓ ପରିସରର ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିଛନ୍ତି ପୋଲିସ ମହା ନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ । ସୁରକ୍ଷା ବ୍ୟବସ୍ଥାର ଦାୟିତ୍ୱରେ ଅଛନ୍ତି ପୋଲିସ କମିଶନର ସଞ୍ଜିବ ପଣ୍ଡା । ପୋଲିସ କମିସନର ନିଜେ ସୁରକ୍ଷା ଦାୟିତ୍ୱରେ ରହିବେ । ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଟିମ୍ ମଧ୍ୟ ନିୟୋଜିତ କରାଯାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ