Masthead

ସହିଦ ଦିବସରେ ୨୬ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଡିଜିପି

କଟକ (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ପୋଲିସର ୬୨ ତମ ସହିଦ ଦିବସ। ୨୬ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଡିଜିପି। ଏହି ଅବସରରେ ପୋଲିସ ମୁଖ୍ୟାଳୟରେ ସ୍ୱତନ୍ତ୍ର ଉତ୍ସବର ସହ ପାଳନ କରୁଛି ଓଡ଼ିଶା ପୋଲିସ । ଚଳିତ ବର୍ଷ ସହିଦ ହୋଇଥିବା ୨୬ ଜଣ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି।

ଏହି ଉତ୍ସବରେ ପୋଲିସ ଡିଜିଙ୍କ ସହ କାର୍ଯ୍ୟରତ ବରିଷ୍ଠ ପୋଲିସ ଅଧିକାରୀ ଯୋଗଦେଇଛନ୍ତି। ପୋଲିସ ବ୍ରାସ ବ୍ୟାଣ୍ଡ ଜରିଆରେ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ପୋଲିସ ଡିଜିଙ୍କ ଅଭୟ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ