Masthead

ବଢୁଛି ହୀରାକୁଦ ଜଳପ୍ରବାହ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦ ଉପର ମୁଣ୍ଡରେ ଅଧିକ ବର୍ଷା ଯୋଗୁ ବଢୁଛି ହୀରାକୁଦ ଜଳସ୍ତର । ପ୍ରତି ସେକେଣ୍ଡରେ ପ୍ରାୟ ୪ ଏକ୍ଷ ୩୨ ହଜାର ୮୦୮ କ୍ୟୁସେକ ଜଳ ପ୍ରବେଶ କରୁଛି । ନିଷ୍କାସିତ ୬୭ ହଜାର ୬୯୦କ୍ୟୁସେକ ଜଳ । ୨ ଗେଟ ଜଳ ନିଷ୍କାସିତ ହେଉଛି । ଉପର ମୁଣ୍ନରୁ ମହାନଦୀକୁ ମାଡି ଆସୁଛି ପାଣି ।ଛତିଶଡ଼ରେ ପ୍ରବଳ ବର୍ଷା ଫଳରେ ଫୁଲୁଛି ମହାନଦୀ । ମହାନଦୀରେ ଆସୁଛି ମଧ୍ୟମ ଧରଣ ର ବନ୍ୟା । ଫଳରେ ତଳିଆ ଅଞ୍ଚଳ ପ୍ରତି ବିପଦ ସୃଷ୍ଟି ହୋଇଛି । ଏଥିପାଇଁ ୬ଟି ଜିଲ୍ଲାକୁ ସତର୍କ କରାଯାଇଛି । ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ତଳିଆ ଅଞ୍ଚଳ ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ 🔴 ମାସେ ହେଲା ପୋଖରୀରେ ୧୬ ବର୍ଷୀୟ କିଶୋର 🔴 ଡିଜିପି ଚୟନ ସୁପ୍ରିମକୋର୍ଟରେ ମାମଲା 🔴 ବଢିଲା ଚାମେଲିଙ୍କ ପାଇଁ ଅଡୁଆ 🔴 ଶ୍ମଶାନରୁ ୩ ଶବ ଗାୟବ 🔴 ଶସ୍ତା ହେଲା ଇଲିଶି, ମତ୍ସ୍ୟଜୀବୀଙ୍କ ଜାଲରେ ଟନ୍ ଟନ୍ ମାଛ 🔴 ମାଟିରେ ମିଶିବ ୩୩୦ ଘର 🔴 କଲମ୍ବିଆ ଭୂମିକମ୍ପ, ମୃତ୍ୟୁସଂଖ୍ୟା ୧୩୨ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ସ୍ୱାଧୀନତା ଦିବସରେ ଗାନ କରାଯିବ ‘ବନ୍ଦେ ମାତରମ୍‌’ 🔴 ରାଜ୍ୟର ଯୁବପିଢିଙ୍କ ପାଇଁ ଖୁସି ଖବର,୧୩୨୬ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ