Masthead

ମହାନଦୀରେ ଭାସିଯିବା ଘଟଣା, ମିଳିଲା ନିଖୋଜ ନାବାଳିକାର ପତ୍ତା

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ମହାନଦୀରେ ଅଭାବନୀୟ ଘଟଣା । ମିଳିଲା ଝିଅର ମୃତଦେହ । ଦଳେଇପଡ଼ା ଘାଟରେ ଗାଧୋଉଥିବା ବେଳେ ଭାସିଯାଇଥିଲେ ବାପା, ପୁଅ ଓ ଝିଅ । ଶେଷରେ ୧୫ ଘଣ୍ଟାର ଅପରେସନ ପରେ ଝିଅର ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ସୋମବାର ଜଣଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଜଣେ ଉଦ୍ଧାର କରାଯାଇଥିଲା ।

ଅନ୍ୟ ଦୁଇଜଣ ନିଖୋଜଥିଲେ । ଖବର ପାଇ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲା । କିନ୍ତୁ ସକାଳେ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର ବାପା-ପୁଅଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ସେପଟେ ମିଳିପାରି ନଥିଲା ଝିଅର ପତ୍ତା । ରାତି ହେବା ସହିତ ମହାନଦୀର ପ୍ରଖର ସ୍ରୋତ ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା