Masthead

ସମାଧାନ ହେଲା ଚନ୍ନୀ ଓ ସିଦ୍ଧୁଙ୍କ ବିବାଦ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସମାଧାନ ହେଲା ଚନ୍ନୀ ଓ ସିଦ୍ଧୁଙ୍କ ବିବାଦ । ସିଦ୍ଧୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ ଆଡଭୋକେଟ ଜେନେରାଲଙ୍କ ନିଯୁକ୍ତିକୁ ନେଇ ଅସନ୍ତୋଷରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଥିଲେ ।

ଏବେ ଆଲୋଚନା ପରେ ଡିଜିପିଙ୍କୁ ନେଇ ସହମତି ହୋଇଯାଇଛି । ସଂଘ ଲୋକସେବା ଆୟୋଗ ରାଜ୍ୟ ପୋଲିସ ମୁଖ୍ୟ ପଦବୀ ଲାଗି ଯାହାକୁ ମନୋନୀତ କରିବେ ସେଥିରେ ମୁଖ୍ୟମନ୍ତ୍ରୀ ଓ ପିସିସ ସଭାପତି ସହମତ ହୋଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ