Masthead

ବଦଳିଲେ ଜିଲ୍ଲାପାଳ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଇଏଏସ୍ ଓ ଓଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ସେହିଭଳି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି ।

ଢେଙ୍କାନାଳ ଜିଲ୍ଲାପାଳ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ଅନ୍ୟପକ୍ଷରେ ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ୟ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜିଲ୍ଲପାଳ ଭାବେ ନୂଆ ନିଯୁକ୍ତି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ