ସୌମ୍ୟ ସସପେନ୍ସ: ଜିଲ୍ଲାପାଳଙ୍କୁ ହୋଇପାରେ ଜେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣାରେ ଆସିଛି ଚାଞ୍ଚଲ୍ୟ କର ତଥ୍ୟ । ତଦନ୍ତ ପରିସରକୁ ଆସିପାରନ୍ତି ଜିଲ୍ଲାପାଳ । ଡିଏଫଓଙ୍କ ଜଗୁଆଳିଙ୍କ ବୟାନ ଅନୁସାରେ ଘଟଣା ଦିନ ରାତିରେ ସେଠାରେ ଉପସ୍ଥିତ ଥିଲେ ଜିଲ୍ଲାପାଳ । ଏହି ତଥ୍ୟ ସାମ୍ନାନାକୁ ଆସିବା ପରେ ଘଟଣା ରୋଚକ ମୋଡ ନେଇଛି ।

ସେପଟେ ଆବଶ୍ୟକ ହେଲେ ଜିଲ୍ଲାପାଳଙ୍କୁ ତଦନ୍ତ ପରିସର ଭୁକ୍ତ କରାଯିବ ବୋଲି ସ୍ପଷ୍ଟ କରିଛି କ୍ରାଇମବ୍ରାଞ୍ଚ । ଜିଲ୍ଲାପାଳଙ୍କ ଉପସ୍ଥିତିକୁ ନେଇ ଚାଞ୍ଚଲ୍ୟକର ବୟାନ ଆସିବାର ଇତି ମଧ୍ୟରେ ଦୀର୍ଘ ସମୟ ବିତି ସାରିଥିଲେ ମଧ୍ୟ ଜିଲ୍ଲାପାଳ ଏଯାଏଁ ମୁହଁ ନଖୋଲିବା ଘଟଣାକୁ ଆହୁରି ରହସ୍ୟାବୃତ କରିଛି । କ୍ରାଇମବ୍ରାଞ୍ଚର ମାରାଥନ ଜେରାବେଳେ ଜିଲ୍ଲାପାଳଙ୍କ ଉପସ୍ଥିତି ନେଇ ଚାଞ୍ଚଲ୍ୟକର ବୟାନ ଦେଇଛନ୍ତି ଡିଏଫଓଙ୍କ ଜଗୁଆଳି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’