Masthead

ସାମ୍ନାକୁ ଆସିଲା ଦୀପିକା-ଦିନେଶଙ୍କ DNA ରିପୋର୍ଟ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଆସିଲା ଦୀପିକା-ଦିନେଶଙ୍କ ଡିଏନଏ ରିପୋର୍ଟ । ଜନ୍ମିତ ଶିଶୁର ବାୟୋଲୋଜିକାଲ ପ୍ୟାରେଣ୍ଟ ଦିନେଶ ଓ ଦିପିକା ବୋଲି ରିପୋର୍ଟରେ ସ୍ପଷ୍ଟ ଉଲ୍ଲେଖ ରହିଛି । ଗତକାଲି ଥାନାରୁ ସାର୍ଟିଫାଏଡ଼ କପି ଆଣିଥିଲେ ଦୀପିକା । ୨୦୨୨ରେ ଏହି ତଥ୍ୟ ରାଜ୍ୟ ଫରେନସିକ୍ ଲ୍ୟାବ ପକ୍ଷରୁ ପ୍ରସ୍ତୁତ କରାଯାଇଛି ।

୨୦୨୧ରେ ହୋଇଥିବା ମାମଲା ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ଟାଉନ ଥାନା ପକ୍ଷରୁ ଦିଆଯାଇଥିଲା । ୨୦୨୨ରେ ଏହି ରିପୋର୍ଟକୁ ଏସ.ଏଫ.ଏସ.ଏଲ ଏସଡିଜେଏମ କୋର୍ଟ ଓ ବ୍ରହ୍ମପୁର ଏସପିଙ୍କୁ ପ୍ରଦାନ କରିଥିଲା । ସ୍ତ୍ରୀର ମାନ୍ୟତା ଦାବି କରି ଶିଶୁ ପୁତ୍ରକୁ ଧରି ଦୀର୍ଘ ଦିନ ହେଲା ଶାଶୁଘର ଆଗରେ ଧାରଣାରେ ବସିଥିଲେ ବ୍ରହ୍ମପୁରର କେ. ଦୀପିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ