Masthead

ସାମ୍ନାକୁ ଆସିଲା ଦୀପିକା-ଦିନେଶଙ୍କ DNA ରିପୋର୍ଟ

ଗଞ୍ଜାମ(ବଡ଼ ଖବର ବ୍ୟୁରୋ): ଆସିଲା ଦୀପିକା-ଦିନେଶଙ୍କ ଡିଏନଏ ରିପୋର୍ଟ । ଜନ୍ମିତ ଶିଶୁର ବାୟୋଲୋଜିକାଲ ପ୍ୟାରେଣ୍ଟ ଦିନେଶ ଓ ଦିପିକା ବୋଲି ରିପୋର୍ଟରେ ସ୍ପଷ୍ଟ ଉଲ୍ଲେଖ ରହିଛି । ଗତକାଲି ଥାନାରୁ ସାର୍ଟିଫାଏଡ଼ କପି ଆଣିଥିଲେ ଦୀପିକା । ୨୦୨୨ରେ ଏହି ତଥ୍ୟ ରାଜ୍ୟ ଫରେନସିକ୍ ଲ୍ୟାବ ପକ୍ଷରୁ ପ୍ରସ୍ତୁତ କରାଯାଇଛି ।

୨୦୨୧ରେ ହୋଇଥିବା ମାମଲା ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ଟାଉନ ଥାନା ପକ୍ଷରୁ ଦିଆଯାଇଥିଲା । ୨୦୨୨ରେ ଏହି ରିପୋର୍ଟକୁ ଏସ.ଏଫ.ଏସ.ଏଲ ଏସଡିଜେଏମ କୋର୍ଟ ଓ ବ୍ରହ୍ମପୁର ଏସପିଙ୍କୁ ପ୍ରଦାନ କରିଥିଲା । ସ୍ତ୍ରୀର ମାନ୍ୟତା ଦାବି କରି ଶିଶୁ ପୁତ୍ରକୁ ଧରି ଦୀର୍ଘ ଦିନ ହେଲା ଶାଶୁଘର ଆଗରେ ଧାରଣାରେ ବସିଥିଲେ ବ୍ରହ୍ମପୁରର କେ. ଦୀପିକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା