Masthead

କରୋନାର ଶିକାର ପାଲଟିଛନ୍ତି ଡାକ୍ତର, ଜାଣନ୍ତୁ ଓଡ଼ିଶାରୁ କେତେ ?

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ) : ମହାମାରୀ କରୋନା କବଳରେ ଡାକ୍ତର । କରୋନାର ଶିକାର ପାଲଟିଛନ୍ତି ଜୀବନ ରକ୍ଷା କରୁଥିବା ଡାକ୍ତର । ଓଡ଼ିଶାରୁ ୩୬ ଜଣ ଡାକ୍ତର ମହାମାରୀ କରୋନାରେ ପ୍ରାଣ ହରାଇଥିବା ଜଣାପଡ଼ିଛି । ଦ୍ବିତୀୟ ଲହରରେ ୮୦୦ ଡାକ୍ତରଙ୍କ ଯାଇଛି ଜୀବନ । କହିବାକୁ ଗଲେ, ଉଭୟ ପ୍ରଥମ ଓ ଦ୍ବିତୀୟ ଲହରରେ କିଲର କରୋନା ନେଇଛି ଦେଢ଼ ହଜାରରୁ ଅଧିକ ଡାକ୍ତରଙ୍କ ଜୀବନ । ଏନେଇ ଏକ ଚିନ୍ତାଜନକ ତଥ୍ୟ ଦେଇଛି ଇଣ୍ଡିଆନ ମେଡିକାଲ ଆସୋସିଏସନ । ତେବେ ବିହାର ଓ ଦିଲ୍ଲୀରେ ସର୍ବାଧିକ ଡାକ୍ତର କୋଭିଡରେ ପ୍ରାଣ ହରାଇଥିବା ସ୍ପଷ୍ଟ କରିଛି ଆଇଏମଏ ।

ମୃତ ଡାକ୍ତରଙ୍କ ମଧ୍ୟରୁ କିଛି ଡାକ୍ତର ଦୁଇଟି ଯାକ ଡୋଜ ନେଇଥିବା ବେଳେ ଆଉ କେତେ ଜଣ ପ୍ରଥମ ଡୋଜ ନେଇଥିଲେ । ଆଇଏମଏ ମହାସଚିବ ଡାକ୍ତର ଜୟେଶ ଲେଲେ କହିଛନ୍ତି ଯେ, ପ୍ରତି ରାଜ୍ୟରୁ ଡାକ୍ତଣଙ୍କ ମୃତ୍ୟୁ ସମ୍ପର୍କରେ ତଥ୍ୟ ସଂଗ୍ରହ କରାଯାଉଛି । ବର୍ତ୍ତମାନ ସୁଦ୍ଧା ଦ୍ବିତୀୟ ଲହରରେ ୮୦୦ ଡାକ୍ତର ପ୍ରାଣ ହରାଇଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ