Masthead

ମୃତକ ଓ ଆହତଙ୍କୁ ଖୋଜୁଛି ଡଗ ସ୍କ୍ୱାଡ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ):  ବାହାନଗା ଟ୍ରେନ ଟ୍ରୋଜେଡି । ଆଖି ଆଗରେ ଜଳ ଜଳ ହେଉଛି ସେଦିନର ଦୃଶ୍ୟ । ଏନଡିଆରଏଫ ଠାରୁ ଆରମ୍ଭ କରି ସମସ୍ତ ଉଦ୍ଧାରକାରୀ ଦଳ ମୃତକ ଆହତଙ୍କୁ ଉଦ୍ଧାର କରିବାରେ ଲାଗି ପଡ଼ିଥିଲେ । କିନ୍ତୁ ଦୁର୍ଘଟଣାଗ୍ରସ୍ତ ଟ୍ରେନ୍ ବଗି ଗୁଡିକରୁ ମୃତ ଓ ଆହତଙ୍କୁ ଠାବ କରିଥିଲା ଏନଡିଆରଏଫର ଡଗ୍ ସ୍ୱାର୍ଡ । ଯେଉଁସବୁ ବଗି ଭିତରେ, ଉଦ୍ଧାରକାରୀ ଦଳ ପଶିବା କଷ୍ଟକର ହୋଇଥିଲା ସେଠି ଠାବ କରିବାରେ ସହଯୋଗ କରିଥିଲେ ଡଗ ସ୍କ୍ୱାର୍ଡ ।

ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫର ୬ଟି ଡଗ୍ ନିୟୋଜିତ ହୋଇଥିଲେ । ସେମାନଙ୍କ ମଧ୍ୟରେ ଥିଲେ କାଇଜର ଓ ବନି । ଦୁର୍ଘଟଣାଗ୍ରସ୍ତ ବଗିରେ ଯେତେବେଳେ ଉଦ୍ଧାର ଚାଲିଥିଲା, ସେତେବେଳେ ଏମାନେ ଯାତ୍ରୀଙ୍କୁ ଖୋଜିବାରେ ସହଯୋଗ କରିଥିଲେ । ଭଂଗା ବଗି ତଳେ ଫଶି ରହିଥିବା ଯାତ୍ରୀଙ୍କୁ ଉଦ୍ଧାର କରିବା ସହଜ ହୋଇଥିଲା । ଆଉ ବଂଚି ଯାଇଥିଲା ଅନେକଙ୍କ ଜୀବନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ