Masthead

ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ମା’ଙ୍କ ଦ୍ୱାର

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ): ଖୋଲିଲା କାକଟପୁର ମା’ମଙ୍ଗଳା ମନ୍ଦିର । ବହୁ ଅପେକ୍ଷାର ଅନ୍ତ ଘଟାଇ ଖୋଲିଲା କାକଟପୁର ମା ମଙ୍ଗଳାଙ୍କ ମନ୍ଦିର । କୋଭିଡ କଟକଣା ଭିତରେ ଦୀର୍ଘ ୯ମାସ ପରେ ଭକ୍ତମାନେ ମା’ଙ୍କୁ ଦର୍ଶନ କଲେ । ଆଜି ପୁଣି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ହୋଇଛି । ରାଜ୍ୟ ସାରକାରଙ୍କ ନିଷ୍ପତ୍ତି ପରେ ଆଜିଠୁ ମା’ ଙ୍କ ମନ୍ଦିର ଖୋଲିଛି । ସର୍ବ ସାଧାରଣ ଦର୍ଶନ ଆଜି ସକାଳୁ ମା’ ମଙ୍ଗଳାଙ୍କ ଦୈନିକ ନୀତି ପରେ ମା’ ଙ୍କ ପହଡ ଖୋଲିଥିଲା । କୋଭିଡ ନିୟମ ମାନିବା ସହ ଭକ୍ତଙ୍କ ପ୍ରବେଶ ପାଇଁ ସ୍ୱତନ୍ତ୍ର ବ୍ୟାରିକେଟ, ଥର୍ମାଲସ୍କ୍ରିନିଙ୍ଗ, ସାନିଟାଇଜିଙ୍ଗ କରାଯାଇ ଭକ୍ତଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରାଯାଇଛି । ଭକ୍ତମାନେ ମନ୍ଦିରର ପୂର୍ବ ଦ୍ୱାରରେ ପ୍ରବେଶ କରି ଉତ୍ତର ଦ୍ୱାରରେ ପ୍ରସ୍ଥାନ ପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ