Masthead

ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ମା’ଙ୍କ ଦ୍ୱାର

ଅସ୍ତରଙ୍ଗ(ବଡ଼ ଖବର ବ୍ୟୁରୋ): ଖୋଲିଲା କାକଟପୁର ମା’ମଙ୍ଗଳା ମନ୍ଦିର । ବହୁ ଅପେକ୍ଷାର ଅନ୍ତ ଘଟାଇ ଖୋଲିଲା କାକଟପୁର ମା ମଙ୍ଗଳାଙ୍କ ମନ୍ଦିର । କୋଭିଡ କଟକଣା ଭିତରେ ଦୀର୍ଘ ୯ମାସ ପରେ ଭକ୍ତମାନେ ମା’ଙ୍କୁ ଦର୍ଶନ କଲେ । ଆଜି ପୁଣି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ମିଳନ ହୋଇଛି । ରାଜ୍ୟ ସାରକାରଙ୍କ ନିଷ୍ପତ୍ତି ପରେ ଆଜିଠୁ ମା’ ଙ୍କ ମନ୍ଦିର ଖୋଲିଛି । ସର୍ବ ସାଧାରଣ ଦର୍ଶନ ଆଜି ସକାଳୁ ମା’ ମଙ୍ଗଳାଙ୍କ ଦୈନିକ ନୀତି ପରେ ମା’ ଙ୍କ ପହଡ ଖୋଲିଥିଲା । କୋଭିଡ ନିୟମ ମାନିବା ସହ ଭକ୍ତଙ୍କ ପ୍ରବେଶ ପାଇଁ ସ୍ୱତନ୍ତ୍ର ବ୍ୟାରିକେଟ, ଥର୍ମାଲସ୍କ୍ରିନିଙ୍ଗ, ସାନିଟାଇଜିଙ୍ଗ କରାଯାଇ ଭକ୍ତଙ୍କୁ ମନ୍ଦିର ଭିତରକୁ ପ୍ରବେଶ କରାଯାଇଛି । ଭକ୍ତମାନେ ମନ୍ଦିରର ପୂର୍ବ ଦ୍ୱାରରେ ପ୍ରବେଶ କରି ଉତ୍ତର ଦ୍ୱାରରେ ପ୍ରସ୍ଥାନ ପାଇଁ ମନ୍ଦିର ପ୍ରଶାସନ ତରଫରୁ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା