Masthead

ଥଣ୍ଡାକୁ ଡରୁଛି ଡ୍ରାଗନ

ନୂଆଦିଲ୍ଲୀ: ଲଦାଖରୁ ୧୦ହଜାର ସୈନ୍ୟ ପ୍ରତ୍ୟାହାର କଲା ଚୀନ । ଥଣ୍ଡା ସହି ନପାରି ପଛକୁ ହଟିଛି ଡ୍ରାଗନ । ଲଦାଖ ସୀମାରେ ପ୍ରବଳ ଜାଡ ଯୋଗୁଁ ବିବାଦୀୟ ଅଞ୍ଚଳରୁ ଚୀନ ୧୦ହଜାର ସୈନ୍ୟ ପ୍ରତ୍ୟାହାର କରିଛି । ସୈନ୍ୟ ପ୍ରତ୍ୟାହାର ପରେ ମଧ୍ୟ ଏଲଏସିର ସ୍ଥିତିରେ ପରିବର୍ତ୍ତନ ହୋଇନାହିଁ । ଲଦାଖର ଆଗୁଆ ଅଞ୍ଚଳଗୁଡିକରେ ଦୁଇ ଦେଶର ସେନା ଡେରା ପକାଇ ବସିଛନ୍ତି । ସୀମାରେ ବିବାଦ ବଢିବାରେ ଦୁଇ ଦେଶ ନିଜର ନିଜର ସୀମାରେ ୧ଲକ୍ଷ ସୈନ୍ୟଙ୍କ ସହ ଯିଦ୍ଦାସ୍ତ୍ର ମହଜୁଦ ରଖିଥିଲେ । ଲଦାଖରେ ପ୍ରବଳ ଥଣ୍ଡା ଓ ବରଫ ପାତ ଯୋଗୁଁ ସୈନ୍ୟ ପରିଚାଳନା ଅସମ୍ଭବ ହୋଇଥାଏ । ଯାହାଦ୍ୱାରା ଚୀନ ସୈନ୍ୟ ପ୍ରତ୍ୟାହାର କରିଥାଏପାରେ ବୋଲି ପ୍ରତିରକ୍ଷା ବିଶେଷଜ୍ଞ ଆକଳନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ