Masthead

ଶ୍ରୀମନ୍ଦିରରେ ସେବାୟତଙ୍କ ପାଇଁ ଲାଗୁ ହେବ ଡ୍ରେସ କୋଡ୍

ପୁରୀ(ବଡ଼ ଖବର ବ୍ୟୁରୋ): ସରିଲା ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିରରେ ଲାଗୁ ହେବ ଡ୍ରେସ କୋଡ ବ୍ୟବସ୍ଥା । ଗର୍ଭଗୃହ ଭିତରକୁ ଯାଉଥିବା ସେମାୟତଙ୍କ ପାଇଁ ଡ୍ରେସକୋଡ ବ୍ୟବସ୍ଥା ଲାଗୁ ହେବ । ସେବାୟତଙ୍କ ପାଇଁ ଧୋତି ମୁକୁଟ କିମ୍ବା ଢିଲା ପାଇଜାମା ଡ୍ରେସ କୋଡ ଲାଗୁ ହେବ । ଏହାସହ ୧୮ ତାରିଖ ଦିନ ଗୁରୁକୂଳ ଆଶ୍ରମ ନେଇ ଅନୁଷ୍ଠିତ ହେବ ଭୂମିପୂଜନ । ଯେଉଁଥିରେ ଯୋଗଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

୧୯୦ କୋଟି ଟଙ୍କାର ବଜେଟ୍ ସମ୍ପର୍କରେ ଅର୍ଥ ସବ୍ କମିଟିରେ ଆଲୋଚନା ହୋଇଛି । ନଭେମ୍ବର ୪ ଦୀପାବଳିରେ ବନ୍ଦ ରହିବ ସାଧାରଣ ଦର୍ଶନ । ଏହାସହ ୧୬ ଓ ୧୯ ତାରିଖରେ ମଧ୍ୟ ସାଧାରଣ ଦର୍ଶନ ବନ୍ଦ ରହିବ । ଅନ୍ୟପଟେ ନଭେମ୍ବର ୧୮ରୁ ଆରମ୍ଭ ହେବ ହେରିଟେଜ୍ କରିଡର କାମ । ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ଏହି ବୈଠକରେ ପୁରୀ ଜିଲ୍ଲାପାଳ, ଏସପି ଏବଂ ଛତିଶା ନିଯୋଗର ପ୍ରତିନିଧିମାନେ ଯୋଗ ଦେଇଥିଲେ । ନିଳଦ୍ରୀ ଭକ୍ତ ନିବାଶରେ ଏହି ବୈଠକ ବସିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 ପୁଣି ମନ୍ଦିରରେ ଦଳାଚକଟା, ଦୁଇଜଣ ଭକ୍ତଙ୍କ ମୃତ୍ୟୁ 🔴 ବସ୍-ବାଇକ ମୁହାଁମୁହିଁ ଧକ୍କା, ୨ଜଣଙ୍କ ମୃତ୍ୟୁ 🔴 ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ 🔴 ଲଗାଣ ବର୍ଷା, ୬ ଜିଲ୍ଲାରେ ବନ୍ୟା ପରିସ୍ଥିତି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର