Masthead

କେନାଲ ଭିତରୁ କାର ସହ ଡ୍ରାଇଭରଙ୍କ ମୃତ ଦେହ ଉଦ୍ଧାର

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କୁଲେଇ ଗାଁ ପାଖ ରେଙ୍ଗାଳୀ ବାମ ପାର୍ଶ୍ଵ କେନାଲ ଭିତରୁ କାର ସହିତ ଡ୍ରାଇଭରଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ମୃତ ଡ୍ରାଇଭର ଜଣଙ୍କ ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧିନସ୍ଥ ଝରଣବାହାଳ ଗାଁର ଅନନ୍ତ ସିଂହ । ଅନନ୍ତ ଗତ ୪ ତାରିଖ ଦିନ ସକାଳ ୯ ଟା ବେଳେ କାର ନେଇ ଯାଇ ଆଉ ଘରକୁ ଫେରିନଥିଲେ । ଏ ନେଇ ୫ ତାରିଖ ଦିନ କୁଲେଇ ଗାଁର କାର ମାଲିକ ପ୍ରମୋଦ ସାହୁ ଦଦରାଘାଟି ଫାଣ୍ଡିରେ ଅଭିଯୋଗ କରିଥିଲେ ।

ଅଭିଯୋଗକୁ ଭିତ୍ତି କରି ପୋଲିସ ଚାରିଆଡେ ଖୋଜାଖୋଜି ଜାରି ରଖିଥିଲା । ଆଜି ସକାଳେ କୁଲେଇ ଗାଁ କେନାଲ ନିକଟରେ ଲୋକଙ୍କ ସନ୍ଦେହ ଜାତ ହେବାରୁ କେନାଲ ଭିତରୁ ଖୋଜା ଖୋଜି କରି କାର ସହିତ ଡ୍ରାଇଭରଙ୍କ ମୃତ ଦେହ ମିଳିଥିଲା । ଯାହାକୁ ନେଇ ଘଟଣା ସ୍ଥଳରେ ପରଜଙ୍ଗ ପୋଲିସ ପହଞ୍ଚି ମୃତ ଦେହକୁ ଉଦ୍ଧାର କରି ଅଧିକ ତଦନ୍ତ ଚଳାଇଛି ।ଏହି ମୃତ ଡ୍ରାଇଭରଙ୍କୁ ହତ୍ୟାକାଣ୍ଡର ଶିକାର ହୋଇଥିବା ସନ୍ଧେହ କରାଯାଉଛି।ଡ୍ରାଇଭର ସିଟରେ ବସି ଚଳାଉନ ଥିବା ପାରି ପର୍ଶ୍ଵରୁ ଜଣାପଡୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି