Masthead

ମାତାଲ ହେଲପରଙ୍କ ଉନ୍ମୁକ୍ତ କାଣ୍ଡ

ସୋର (ବଡ଼ ଖବର ବ୍ୟୁରୋ): ମାତାଲ ହେଲପରଙ୍କ ଉନ୍ମୁକ୍ତ କାଣ୍ଡ । ୪ ଜଣକୁ କାମୁଡି, ମାଡ ମାରି କଲା ଆହତ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସୋର ଉତ୍ତରେଶ୍ୱର ଅଞ୍ଚଳରେ । ଉତ୍ତେଶ୍ୱର ବଜାରରେ ଥିବା ଏକ ଫଳ ଗୋଦାମକୁ ଉତ୍ତରପ୍ରଦେଶରୁ ଫଳ ନେଇ ଆସିଥିବା ଟ୍ରକର ହେଲପର ପ୍ରଚୁର ମଦ୍ୟପାନ କରି ମାତାଲ ହୋଇ ସେଠାରେ ଥିବା ଲୋକଙ୍କୁ କାମୁଡିବା ସହ ମାଡ ମାରି ଆହତ କରିଥିଲେ । ୪ ଜଣ ଆହତ ହୋଇ ସୋର ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ସ୍ଥାନୀୟ ଲୋକେ ତାକୁ କାବୁ କରି ସୋର ଥାନାକୁ ଖବର ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା! 🔴 ଜଗମୋହନ ମୀନାଙ୍କ ଇସ୍ତଫା ଗୃହିତ 🔴 ସେମିକନ୍ ଇଣ୍ଡିଆ-୨୦୨୬,ଭାରତ ଉପରେ ସାରା ବିଶ୍ୱର ବିଶ୍ୱାସ ବଢ଼ିଛି କହିଲେ ପ୍ରଧାନମନ୍ତ୍ରୀ ମୋଦି 🔴 ପୁରୀରେ ଖଜା ଦୋକାନରେ ଚଢାଉ 🔴 ଟପ ମାଓ ନେତା ସର୍ବେଶ ମାଝୀ ଗିରଫ 🔴 ୧୯ରେ ଲଘୁଚାପ ସମ୍ଭାବନା 🔴 ପାଣିପାଗ ଆକଳନରେ ଆହୁରି ସଶକ୍ତ ହେବ ଓଡିଶା 🔴 ମଝି ସମୁଦ୍ରରେ ଭାରତ-ପାକିସ୍ତାନ ମୁହାଁମୁହିଁ 🔴 ଆମେରିକାରେ ହେଲିକପ୍ଟର କ୍ରାସ୍, ୩ ମୃତ 🔴 ମୂର୍ତ୍ତି ବିସର୍ଜନ ବେଳେ ୨ ଛାତ୍ର ମୃତ 🔴 ଆସୁଛି ବଡ଼ ବର୍ଷା!