Masthead

ଖବର ବାଜିଲା, ପୁରୀରେ ଲାଇଟ ଜଳିଲା

ପୁରୀ(ବଡ଼ ଖବର ବ୍ୟୁରୋ): ବଡ଼ ଖବରରେ ଖବର ପ୍ରସାରଣ ପରେ ପୁରୀରେ ଲାଗିଲା ଲାଇଟ୍ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପହଞ୍ଚି କଲେ ଅନୁଧ୍ୟାନ । ନିଜେ ମୁଖ୍ୟ ଶାସନ ସଚିବ ମଧ୍ୟ ସ୍ଥିତି ଅନୁଧ୍ୟାନ କଲେ । ଯେଉଁ ସଂସ୍ଥା ଲାଇଟ କାଢ଼ି ଥିଲା, ସେହି ସଂସ୍ଥା ପୁଣି ଲାଇଟ ଲଗାଇଲା । ଲାଇଟ କଢ଼ାଯିବା ଘଟଣାରେ ୪ ଜଣଙ୍କୁ ଅଟକ ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ