Masthead

ଖବର ବାଜିଲା, ପୁରୀରେ ଲାଇଟ ଜଳିଲା

ପୁରୀ(ବଡ଼ ଖବର ବ୍ୟୁରୋ): ବଡ଼ ଖବରରେ ଖବର ପ୍ରସାରଣ ପରେ ପୁରୀରେ ଲାଗିଲା ଲାଇଟ୍ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପହଞ୍ଚି କଲେ ଅନୁଧ୍ୟାନ । ନିଜେ ମୁଖ୍ୟ ଶାସନ ସଚିବ ମଧ୍ୟ ସ୍ଥିତି ଅନୁଧ୍ୟାନ କଲେ । ଯେଉଁ ସଂସ୍ଥା ଲାଇଟ କାଢ଼ି ଥିଲା, ସେହି ସଂସ୍ଥା ପୁଣି ଲାଇଟ ଲଗାଇଲା । ଲାଇଟ କଢ଼ାଯିବା ଘଟଣାରେ ୪ ଜଣଙ୍କୁ ଅଟକ ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା