Masthead

ଅସ୍ତବ୍ୟସ୍ତ କରିବ କାଳବୈଶାଖୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଅସ୍ତବ୍ୟସ୍ତ କରିବ କାଳବୈଶାଖୀ । ଦୁଇ ଦିନ ପରେ ରାଜ୍ୟରେ ପୁଣି ପଶ୍ଚିମା ଝଡର ପ୍ରଭାବ ବଢିବ । ଉପକୂଳ ସମେତ ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୧୫ ତାରିଖରେ ୧୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

୧୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, କୋରାପୁଟ, ମାଲକାନଗିର ଓ ରାୟଗଡା ଆଦି ଜିଲ୍ଲାରେ ବର୍ଷା ହେବ ବୋଲି ଆକଳନ କରଯାଇଛି । ସେହିପରି ୧୬ ତାରିଖରେ କିଛି ଜିଲ୍ଲାରେ ବର୍ଷା ସହ ଝଡ଼ ହେବ ବୋଲି ଆକଳନ କରାଯାଇଛି । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜ ସମେତ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି