Masthead

ବୋମା ମାଡ଼ରେ ବଡଭାଇ ଗୁରୁତର

ମାଣିକପଟଣା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାର କେନ୍ଦ୍ର କରି ସାନଭାଇ ର ବୋମା ମାଡ଼ରେ ବଡଭାଇ ଗୁରୁତର । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନୟାଗଡ ଜ଼ିଲ୍ଲା ଓଡଗାଁ ଥାନା ମାଣିକପଟଣା ଗାଁରେ କ୍ଷ ସେ ଗାଁ ର ପ୍ରଦୀପ ନାୟକ ଓ ତାଙ୍କ ସାନଭାଇ ଦିଲ୍ଲୀପ ନାୟକଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା । ଛୋଟ ପିଲାର ମାଡକୁ ନେଇ ଭାଇ ଭାଇ ମଧ୍ୟରେ ବିବାଦ ଥିବା ଅଭିଯୋଗ ହୋଇଛି ।

ଆଜି ରାତି ୮ ଟା ସମୟରେ ସାନଭାଇ ଦିଲ୍ଲୀପ ସେ ଗାଁର ଅନ୍ୟ ଏକ ବ୍ୟକ୍ତି ସାଙ୍ଗରେ ଝଗଡା କରିଥିଲା କ୍ଷ ବଡଭାଇ ବୁଝାଇ ସାନ ଭାଇକୁ ବୁଝା ବୁଝି କରୁଥିଲା । ସେ ସମୟରେ ସାନଭାଇ ଏକ ବୋମା ଆଣି ବଡ ଭାଇ ଉପରକୁ ପକାଇ ଥିଲା । ସେ ଠାରୁ ସଂଗେ ସଂଗେ ଓଡଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରେ ନୟାଗଡ ମୁଖ୍ୟ ଚିକିତ୍ସାଳୟ ଆଣିଥିଲେ । ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯିବ ଡାକ୍ତର କହିଛନ୍ତି । ଏନେଇ ଓଡଗାଁ ପୋଲିସ ତଦନ୍ତ କରିଥିବା ଆଇଆଇସି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ