Masthead

ଇସ୍ତଫା ଦେଲେ ନିର୍ବାଚନ କମିସନର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଦରୁ ଇସ୍ତଫା ଦେଲେ ଦେଶର ନିର୍ବାଚନ କମିସନର। ନିର୍ବାଚନ କମିସନର ଅରୁଣ ଗୋଏଲଙ୍କ ଇସ୍ତଫା। ଇସ୍ତଫାକୁ ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଲୋକସଭା ନିର୍ବାଚନ ପୂର୍ବରୁ ଅଚାନକ ନେଲେ ନିଷ୍ପତି । ୨୦୨୭ ପର୍ଯ୍ୟନ୍ତ ରହିଥିଲା ଅରୁଣଙ୍କ କାର୍ଯ୍ୟକାଳ। ଇସ୍ତଫା ପଛର କାରଣ ହୋଇନାହିଁ ସ୍ପଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା