Masthead

ଇସ୍ତଫା ଦେଲେ ନିର୍ବାଚନ କମିସନର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପଦରୁ ଇସ୍ତଫା ଦେଲେ ଦେଶର ନିର୍ବାଚନ କମିସନର। ନିର୍ବାଚନ କମିସନର ଅରୁଣ ଗୋଏଲଙ୍କ ଇସ୍ତଫା। ଇସ୍ତଫାକୁ ଗ୍ରହଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଲୋକସଭା ନିର୍ବାଚନ ପୂର୍ବରୁ ଅଚାନକ ନେଲେ ନିଷ୍ପତି । ୨୦୨୭ ପର୍ଯ୍ୟନ୍ତ ରହିଥିଲା ଅରୁଣଙ୍କ କାର୍ଯ୍ୟକାଳ। ଇସ୍ତଫା ପଛର କାରଣ ହୋଇନାହିଁ ସ୍ପଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ