Masthead

ଫସଲ ନଷ୍ଟ କରିଦେଲା ହାତୀ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ପାଟଣା ରେଞ୍ଜ ଭିମାପଡା ଗାଁରେ ହାତୀପଲଙ୍କ ଦୌରାତ୍ମ୍ୟ । ୩୦ ଟିକିଆ ହାତୀପଲ ଚାଷ ହୋଇଥିବା ବୋଇତାଳୁ ଖାଇବା ସହ ପାଚିଲା ଧାନ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ହାତୀ ପଲ ବିଲରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ସେପଟେ ବିଭିନ୍ନ ସମୟରେ ହାତୀପଲ ବିଭିନ୍ନ ଗାଁରେ ଉତ୍ପାତ ମଚାଉଥିବା ବେଳେ ପାଟଣା ବନାଞ୍ଚଳ ଅଧିକାରୀ ବନ ବିହାରୀ ସର୍ଦାର ହାତୀ ଘଉଡାଇବାରେ ସମ୍ପୂର୍ଣ୍ଣ ଫେଲ ମାରିଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ