Masthead

ଫସଲ ନଷ୍ଟ କରିଦେଲା ହାତୀ

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ): କେନ୍ଦୁଝର ପାଟଣା ରେଞ୍ଜ ଭିମାପଡା ଗାଁରେ ହାତୀପଲଙ୍କ ଦୌରାତ୍ମ୍ୟ । ୩୦ ଟିକିଆ ହାତୀପଲ ଚାଷ ହୋଇଥିବା ବୋଇତାଳୁ ଖାଇବା ସହ ପାଚିଲା ଧାନ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ହାତୀ ପଲ ବିଲରେ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି। ସେପଟେ ବିଭିନ୍ନ ସମୟରେ ହାତୀପଲ ବିଭିନ୍ନ ଗାଁରେ ଉତ୍ପାତ ମଚାଉଥିବା ବେଳେ ପାଟଣା ବନାଞ୍ଚଳ ଅଧିକାରୀ ବନ ବିହାରୀ ସର୍ଦାର ହାତୀ ଘଉଡାଇବାରେ ସମ୍ପୂର୍ଣ୍ଣ ଫେଲ ମାରିଥିବା ଗାଁ ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି