Masthead

ମାନସିକ ଆଘାତ ପାଇ ମରିଛି ହାତୀ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ) : ମୁଣ୍ଡୁଳି ବ୍ୟାରେଜ ନିକଟ ମହାନଦୀରେ ଭାସି ଯାଇ ମୃତ୍ୟୁବରଣ କରିଥିବା ହାତୀର ଆସିଲା ବ୍ୟବଚ୍ଛେଦ ରିପୋର୍ଟ । ଦୀର୍ଘ ସମୟ ପାଣିରେ ଥିବା ଯୋଗୁଁ ମାନସିକ ଆଘାତ ପାଇ ମରିଛି ହାତୀ । ବ୍ୟବଚ୍ଛେଦ ରିପୋର୍ଟରୁ ଏଭଳି କଥା ସାମ୍ନାକୁ ଆସିଛି । ବ୍ୟବଚ୍ଛେଦର ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି । ସାଲେପୁର ପଶୁ ସମ୍ପଦ ଅଧିକାରୀ ବନ ବିଭାଗକୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି ।

ଗତ ୨୪ ତାରିଖରେ କଟକ ମହାନଦୀ ମୁଣ୍ଡଳୀ ବ୍ୟାରେଜରେ ଫସିଯାଇଥିବା ଦନ୍ତା ହାତୀ । ଦୁଇ ଦିନ ପରେ ଅର୍ଥାତ ୨୬ ତାରିଖରେ ହାତୀର ମୃତଦେହ ଉଦ୍ଧାର ହୋଇଥିଲା । ମହାନଦୀର ପ୍ରଖର ବନ୍ୟାଜଳରେ ଫସି ନିଖୋଜ ହୋଇଥିବା ହାତୀର ମୃତ୍ୟୁ ହୋଇଥିଲା । ୨୬ ତାରିଖ ସକାଳୁ ଯୋବ୍ରା ବ୍ୟାରେଜରେ ମୃତ ହାତୀଟି ଲାଗିବା ପରେ ହାତୀର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ