Masthead

ମାନସିକ ଆଘାତ ପାଇ ମରିଛି ହାତୀ

ଭୁବନେଶ୍ଵର(ବଡ଼ ଖବର ବ୍ୟୁରୋ) : ମୁଣ୍ଡୁଳି ବ୍ୟାରେଜ ନିକଟ ମହାନଦୀରେ ଭାସି ଯାଇ ମୃତ୍ୟୁବରଣ କରିଥିବା ହାତୀର ଆସିଲା ବ୍ୟବଚ୍ଛେଦ ରିପୋର୍ଟ । ଦୀର୍ଘ ସମୟ ପାଣିରେ ଥିବା ଯୋଗୁଁ ମାନସିକ ଆଘାତ ପାଇ ମରିଛି ହାତୀ । ବ୍ୟବଚ୍ଛେଦ ରିପୋର୍ଟରୁ ଏଭଳି କଥା ସାମ୍ନାକୁ ଆସିଛି । ବ୍ୟବଚ୍ଛେଦର ୭୨ ଘଣ୍ଟା ପୂର୍ବରୁ ହାତୀର ମୃତ୍ୟୁ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି । ସାଲେପୁର ପଶୁ ସମ୍ପଦ ଅଧିକାରୀ ବନ ବିଭାଗକୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି ।

ଗତ ୨୪ ତାରିଖରେ କଟକ ମହାନଦୀ ମୁଣ୍ଡଳୀ ବ୍ୟାରେଜରେ ଫସିଯାଇଥିବା ଦନ୍ତା ହାତୀ । ଦୁଇ ଦିନ ପରେ ଅର୍ଥାତ ୨୬ ତାରିଖରେ ହାତୀର ମୃତଦେହ ଉଦ୍ଧାର ହୋଇଥିଲା । ମହାନଦୀର ପ୍ରଖର ବନ୍ୟାଜଳରେ ଫସି ନିଖୋଜ ହୋଇଥିବା ହାତୀର ମୃତ୍ୟୁ ହୋଇଥିଲା । ୨୬ ତାରିଖ ସକାଳୁ ଯୋବ୍ରା ବ୍ୟାରେଜରେ ମୃତ ହାତୀଟି ଲାଗିବା ପରେ ହାତୀର ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି